www.samajalive.in
Monday, December 15, 2025
24.1 C
Bhubaneswar

ଟିଏମସି ନେତା ମହୁଆ ମୈତ୍ରଙ୍କ ଘରେ ସିବିଆଇ ଚଢାଉ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ତଥା ପୂର୍ବତନ ସାଂସଦ ମହୁଆ ମୈତ୍ରଙ୍କ ଘରେ ସିବିଆଇ ଚଢାଉ ହୋଇଛି । କୋଲକତାରେ ଥିବା ତାଙ୍କ ବାସଭବନ ସମେତ ଅନ୍ୟାନ୍ୟ ସ୍ଥାନରେ ତଦନ୍ତକାରୀ ସଂସ୍ଥା ଚଢାଉ କରିଛି । ଲୋକପାଳଙ୍କ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନେଇଛି ସିବିଆଇ । ଟଙ୍କା ପାଇଁ ପ୍ରଶ୍ନ ମାମଲାରେ ଗୁରୁବାର ମହୁଆଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛି ସିବିଆଇ । ଏହି ମାମଲାରେ ମହୁଆଙ୍କ ବିରୋଧରେ ଆସିଥିବା ଅଭିଯୋଗର ଯାଞ୍ଚ କରିବା ସହ ୬ମାସ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଲୋକପାଳ ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories