www.samajalive.in
Sunday, December 14, 2025
19.1 C
Bhubaneswar

୧.୩୭ କୋଟି ହଡ଼ପ, ପିଇଓ ଗିରଫ

ବ୍ରହ୍ମପୁର: ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ରଙ୍ଗେଇ ଲୁଣ୍ଡା ବ୍ଲକ କେଲୁଆପଲି ପଞ୍ଚାୟତର ପିଇଓ ଗିରଫ ହୋଇଛନ୍ତି। ବିଡିଓଙ୍କ ଅଭିଯୋଗ ଆଧାରରେ ପିଇଓ ସମୀର ମିଶ୍ରଙ୍କୁ ଗିରଫ କରାଯାଇଛି।

୧କୋଟି ୩୭ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ପିଇଓ ସମୀର ମିଶ୍ରଙ୍କୁ ଗିରଫ କରାଯାଇଛି। ପିଇଓ ସମୀର ମିଶ୍ର ବ୍ୟାଙ୍କକୁ ନକଲି ଚେକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories