www.samajalive.in
Sunday, December 7, 2025
13.1 C
Bhubaneswar

ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀର ମୃତ୍ୟୁ!

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ବସିଆପଡାରେ ଦନ୍ତା ହାତୀ ମୃତ । ବିଦ୍ୟୁତ୍ ଆଘାତ ଲାଗି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ରବିବାର ବିଳମ୍ବିତ ରାତିରେ ଦନ୍ତା ହାତୀଟି ଗାଁ ଭିତରକୁ ପଶି ଆସିଥିଲା । ଘର ଭାଙ୍ଗି ପଶିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ପାରିପାର୍ଶ୍ଵିକ ପରିସ୍ଥିତି ରୁ ଜଣାପଡୁଛି । ତେବେ ଘଟଣାସ୍ଥଳରେ ସଦର ରେଞ୍ଜ ଅଧିକାରୀ ପହଞ୍ଚି ଛନ୍ତି । ଅନେକ ଦିନ ହେବ ଦନ୍ତା ହାତୀଟି ଅଞ୍ଚଳରେ ଆତଙ୍କ ଖେଳାଇବା ସହ ଘର ଦ୍ଵାର ଏବଂ ବ୍ୟାପକ ଧାନ ଫସଲ ନଷ୍ଟ କରୁଥିଲା ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories