www.samajalive.in
Monday, December 8, 2025
24.1 C
Bhubaneswar

ନିୟମିତ ଖାଆନ୍ତୁ ସବୁଜ କଦଳୀ

କଦଳୀରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଛି। ଯାହା ଆପଣଙ୍କ ମାଂସପେଶୀକୁ ସୁସ୍ଥ ରଖିବା ପାଇଁ ଜରୁରୀ।। ଏଥିରେ ବହୁ ପୋଷକ ତତ୍ତ୍ୱ ମଧ୍ୟ ରହିଛି। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ତେବେ ନିୟମିତ ସବୁଜ କଦଳୀ ଓ କଞ୍ଚା କଦଳୀ ସେବନ କରିବାର ଉପକାର ବିଷୟରେ ଜାଣିଛନ୍ତି କି ?
ସବୁଜ କଦଳୀରେ ଭିଟାମିନ ସି ଓ ଭିଟାମିନ ବି୬ ଭରପୁର ମାତ୍ରାରେ ରହିଛି। ଏହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ।
ସବୁଜ କଦଳୀ ଖାଇବା ଦ୍ୱାରା ରକ୍ତରେ ଶର୍କରାର ମାତ୍ରା ନିୟନ୍ତ୍ରଣ ହୋଇ ରହିଥାଏ।
ଏଥିରେ ଥିବା ପୋଷକ ତତ୍ତ୍ୱ ଓ ଫାଇବର ହଜମ କ୍ରିୟାକୁ ସୁସ୍ଥ ରଖିବା ସହ ପେଟ ଜନିତ ଅନେକ ସମସ୍ୟାକୁ ଦୂର କରିଥାଏ।
କଦଳୀରେ ଥିବା ଫାଇବର କୋଷ୍ଠକାଠିନ୍ୟ ଦୂର ସହ ପେଟକୁ ସୁସ୍ଥ ରଖିଥାଏ।
ଏହି କଦଳୀ ଖାଇବା ଦ୍ୱାରା ଅଧିକ ସମୟ ଯାଏଁ ପେଟ ଭର୍ତ୍ତି ହେବା ଭଳି ରହିଥାଏ। ଫଳରେ ବାରମ୍ବାର ଖାଦ୍ୟ ଖାଇବାକୁ ଇଚ୍ଛା ହୋଇନଥାଏ। ଏହାଦ୍ୱାରା ଓଜନ ନିୟନ୍ତ୍ରିତ ହୋଇ ରହିଥାଏ।
ସବୁଜ କଦଳୀ ଖାଇବା ଦ୍ୱାରା ଯକୃତକୁ ସୁସ୍ଥ ରଖିବାରେ ସାହଯ୍ୟ କରିଥାଏ।
ଏହି କଦଳୀକୁ ଆପଣ ପକୁଡି, ତରକାରୀ ପ୍ରସ୍ତୁତ କରି ଖାଇପାରିବେ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories