www.samajalive.in
Monday, December 8, 2025
17.1 C
Bhubaneswar

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ; ୨ ଗୁରୁତର

ଭୁବନେଶ୍ବର: ଧଉଳି ଥାନା ଲିଙ୍ଗିପୁର ପଞ୍ଚାୟତ ଇନ୍ଦିରାକଲୋନୀରେ ବୁଧବାର ଘଟିଛି ଏକ ଅଘଟଣ। ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିବା ସହ ୨ ଜଣ ଗୁରୁତର ହୋଇଛନ୍ତି। ଛାତଘର ସିଡି ଘରେ ଟିଣ ଚଦର ପକାଉଥିବା ବେଳେ ୩ ଜଣ ଶ୍ରମିକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଜଣଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ଅନ୍ୟ ୨ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories