www.samajalive.in
Saturday, December 6, 2025
26.1 C
Bhubaneswar

ପୁଲିସ-ମାଓବାଦୀ ଗୁଳିବିନିମୟ – ଜଣେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି। ମୃତ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି। ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି। ଆଜି ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୁଲିସ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକେ ୪୭ ବନ୍ଧୁକ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories