ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୧୦ ଉଗ୍ରବାଦୀ ନିପାତ..
ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଅପରେସନ ସିନ୍ଦୂରରେ ସାମିଲ ଯବାନଙ୍କୁ ଭେଟିଲେ, ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ..
ଆଉ ୩ ଦିନ.. ରାହୁ-କେତୁଙ୍କ ମହାଚଳନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..
ଜଳୁଛି ସାରା ଓଡିଶା : ଆହୁରି ୪ ଦିନ ନାହିଁ ନିସ୍ତାର, ରାଜ୍ୟରେ ଜାରି ରହିଛି ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ପଶ୍ଚିମ ଓଡିଶାରେ ୪୦ ଡିଗ୍ରୀ ଉପରେ ରହିବ ତାପମାତ୍ରା..
ଉପକୂଳ ଓଡିଶାରେ କାଳବୈଶାଖୀ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ..
ପାରଳାଖେମୁଣ୍ଡି: ପୁଅ, ଝିଅଙ୍କୁ ବିଷ ପିଆଇ ନିଜେ ବିଷ ପିଇଥିବା ବାପାର ବି ମୃତ୍ୟୁ..
ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳାର ଏବିଡ଼ିଓ ଅସିତ ପାତ୍ର
ଅସିତଙ୍କ ଅଫିସ ସମେତ ୭ଟି ସ୍ଥାନରେ ଚଢାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି..
ଜାମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା
ତ୍ରାଲ ଜଙ୍ଗଲରେ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ
ସେନା, ପୁଲିସ ଓ ସିଆରପିଏଫ ଯବାନଙ୍କ ମିଳିତ ଏନକାଉଣ୍ଟର
୪୮ଘଣ୍ଟାରେ କାଶ୍ମୀରରେ ଦ୍ୱିତୀୟ ଏନାକାଉଣ୍ଟର..
କର୍ଣ୍ଣେଲ ସୋଫିୟା କୁରେଶୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗ, ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କୁ ସୁପ୍ରିମକୋର୍ଟରୁ ଝଟକା, ହାଇକୋର୍ଟଙ୍କ ଆଦେଶ ଉପରେ ରୋକ ଲଗାଇବାକୁ ମନା କଲେ ସର୍ବୋଚ୍ଚ ଅଦାଲତ..
ସୋର: ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥ ଯାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି..
ଦେଖନ୍ତୁ ଛାତିଥରା ଭିଡିଓ ; ମାଆ ସହ ଯିବା ବେଳେ ଶିଶୁକୁ ଆକ୍ରମଣ କଲା ଷଣ୍ଢ, ଆଉ ତା’ପରେ..



