www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ଚୈତ୍ର ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ଆଜି ମହାପ୍ରଭୁଙ୍କ ଦୟଣା ଚୋରି ନୀତି: ଦୁଇ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ..

୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ: ଉତ୍ତର, ଦକ୍ଷିଣକୁ କାଳବୈଶାଖୀ ସତର୍କତା..

- Advertisement -

୨୬/୧୧ ଅଭିଯୁକ୍ତ ତହାୱୁର ରାଣାଙ୍କୁ ଅଣାଯାଉଛି ଭାରତ, ବିମାନ ଯୋଗେ ହେବ ପ୍ରତ୍ୟାର୍ପଣ..

ଗ୍ରୀଷ୍ମ ପ୍ରବାହ ପାଇଁ ଆଜିଠୁ ସମ୍ବଲପୁରରେ ସକାଳୁଆ ଅଫିସ୍, କାର୍ଯ୍ୟ ସମୟ ଭିତରେ ନାହିଁ ଲଞ୍ଚ ବ୍ରେକ୍..

ଆଇପିଏଲ୍ ମହାସମର: ଆଜି ଦିଲ୍ଲୀ କ୍ୟାପିଟାଲ୍ସ-ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟକ୍କର..

ଉଦୟ ହେଲେ ଶନି : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, କାହାକୁ ମିଶ୍ରିତ ଫଳ

ଡିଏସପିଙ୍କ ସାମ୍ନାରେ ଏସଆଇଙ୍କୁ ଗୁଳି କରି ହତ୍ୟା, ବିବାଦ ସମାଧାନ କରିବାକୁ ଯାଇଥିବା ସମୟରେ ସରପଞ୍ଚଙ୍କ ସମର୍ଥକ ଏସଆଇଙ୍କ ବନ୍ଧୁକ ଛଡ଼ାଇ କଲେ ହତ୍ୟା, ଏଏସଆଇଙ୍କ ହାତ ଭାଙ୍ଗିଲେ, ପଞ୍ଜାବର ଗୋବିନ୍ଦଓ୍ବାଲ ଥାନା ଅନ୍ତର୍ଗତ କୋଟ ମହମ୍ମଦ ଖାଁ ଗ୍ରାମରେ ଘଟିଛି ଘଟଣା..

ଘନେଇଲା ଆମେରିକା-ଚୀନ ଶୁଳ୍କ ଯୁଦ୍ଧ, ଚୀନ ଉତ୍ପାଦ ଉପରେ ୧୨୫% ଶୁଳ୍କ ଲଗାଇଲେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଅନ୍ୟ ଦେଶଗୁଡ଼ିକୁ ୯୦ ଦିନର ସମୟ ଦେଲେ..

ଉଦ୍ଧାର ହେଲା ବିକ୍ରି ହୋଇଥିବା ନବଜାତ ଶିଶୁପୁତ୍ର..

ବଲାଙ୍ଗୀର: ସ୍ଵାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ ସଜ୍ଜା..

ଦେଖନ୍ତୁ ଭିଡିଓ ; ବିଦ୍ୟୁତ୍‌ ତାର ଉପରେ ଘାସ ଖାଉଛି ଛେଳି

୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଜବତ, ୨ ଜଣ ଗିରଫ..

ଭଦ୍ରକ ଜିଲ୍ଲା ଧୁଷୁରି ଥାନା ଅଧୀନ ବରୁଣେଇ ମନ୍ଦିରରୁ ଲୁଟ୍ : ସୁନା ଅଳଙ୍କାର ସହ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ..

୧୨୮ ବର୍ଷ ପରେ ୨୦୨୮ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ, ଅନୁଷ୍ଠିତ ହେବ ଟି-୨୦ ମ୍ୟାଚ, ଉଭୟ ପୁରୁଷ ଏବଂ ମହିଳା ବର୍ଗରେ ଭାଗନେବେ ୬ଟି ଲେଖାଏ ଟିମ..

ପୁଣି ବଢିଲା ସୁନା ଦାମ୍‌; ଗ୍ରାମ୍‌ ପିଛା ଏତିକି ବୃଦ୍ଧି

ଭଦ୍ରକ: ଶଶ୍ମାନରୁ ଶବ ଗାଏବ, ପୋତାଯାଇଥିବା ଶବ ନେଇଗଲେ ଦୁର୍ବୃତ୍ତ..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories