www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ଭାଙ୍ଗିଲା ସବୁ ରେକର୍ଡ, ୧ ଲକ୍ଷ ଟଙ୍କା ଟପିଲା ସୁନା ଦର..

ଦିନ ସାଢେ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ଟପିଲା ତାପମାତ୍ରା..

- Advertisement -

କଟକ: ପିସିଆରକୁ ଚାପିଦେଲା ଟ୍ରକ, ୨ ପୁଲିସ କର୍ମଚାରୀଙ୍କ ମୃତ୍ୟୁ, କଟକ-ପାରାଦୀପ ରାସ୍ତାର ଗତିରାଉତ ପାଟଣାରେ ଦୁର୍ଘଟଣା, ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ ଚାପିଦେଲା ଟ୍ରକ,

ଜଣେ ଓଏପିଏଫ୍‌‌ ଯବାନଙ୍କ ସହ ହୋମଗାର୍ଡଙ୍କ ମୃତ୍ୟୁ ସୂଚନା ଜଣେ ଗୁରୁତର ପୁଲିସ କର୍ମଚାରୀ ଏସସିବି ମେଡ଼ିକାଲରେ ଭର୍ତ୍ତି, ଟ୍ରକ ଡ୍ରାଇଭରକୁ ଅଟକ ରଖି ପୁଲିସର ଛାନଭିନ୍‌‌..

୪୫ ଟପିଲା ଝାରସୁଗୁଡ଼ା ପାରଦ: ଆଜି ୪ ଜିଲ୍ଲାକୁ ହିଟ୍‌ଓ୍ବେଭ୍‌ ସତର୍କତା..

ଭାଙ୍ଗିଲା ସବୁ ରେକର୍ଡ ; ଲକ୍ଷେ ପାର୍‌ ସୁନା ଦାମ୍‌

କେନ୍ଦୁଝର: ଘରୋଇ ଆବାସିକ କଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ..

ତେଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ, ମନି ଲଣ୍ଡରିଂ ମାମଲାରେ ହାଜର ହେବାକୁ ଇଡିର ସମନ,
୨୮ ତାରିଖରେ ହାଜର ହେବାକୁ ସମନ କଲା ଇଡି..

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ମେ’ ମାସରେ ଚମକିବ ଏହି ୫ ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌, ବଢିବ ଦରମା, ବ୍ୟବସାୟ

ଦିଗପହଣ୍ଡି: ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପାଟପୁର ଥାନା ରାମଚନ୍ଦ୍ରପୁର କାଳିଆ ଘାଇ କେନାଲ ନିକଟରୁ ଉଦ୍ଧାର..

ଗୁଣପୁର: ଗୁଣି ସନ୍ଦେହରେ ସଂଘବଦ୍ଧ ଆକ୍ରମଣ, ପିଟିପିଟି ମାରିଦେଲେ, ପଦ୍ମପୁର ହାଟପଦା ସାହିରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା, ଘଟଣାସ୍ଥଳକୁ ଯାଇଥିବା ପଦ୍ମପୁର ଆଇଆଇସିଙ୍କୁ ମଧ୍ୟ ଆକ୍ରମଣ, ୨୦ରୁ ଅଧିକ ବ୍ୟକ୍ତିଙ୍କୁ ଅଟକ ରଖି ପୁଲିସର ଖୋଳତାଡ଼..

କଟକରେ ଦୁର୍ଘଟଣାରେ ୨ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା..

ଗୁଜୁରାଟ ଦାହୁଦରେ ଭୟଙ୍କର ଅଗ୍ନିକାଣ୍ଡ, ୪୦୦ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ..

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା, ଜଙ୍ଗଲକୁ ନେଇ ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ, ୩ ଯୁବକଙ୍କ ସଂପୃକ୍ତି ଅଭିଯୋଗ..

ଅଜବ ରେସ୍ତୋରାଁ ; ଏଠାରେ ମିଳେ ହାତୀ ଗୋବରରେ ପ୍ରସ୍ତୁତ ମିଠା, ଆଶ୍ଚର୍ଯ୍ୟ କରିବ ଦାମ୍‌

ଭବନୀପାଟଣା: ମଦନପୁର ରାମପୁର ଥାନା ଟୁର୍ଚ୍ଚି ଗାଁରେ ଅଭାବନୀୟ ଘଟଣା, ବିଦ୍ୟୁତ ଆଘାତରେ ମା’ ପୁଅଙ୍କ ମୃତ୍ୟୁ ହୋଇଥିବା ସୂଚନା..

ପୋପ୍‌‌ ଫ୍ରାନ୍‌‌ସିସଙ୍କ ବିୟୋଗରେ ରାଜ୍ୟ ପାଳିବ ୩ ଦିନିଆ ଶୋକ, ଆଜି ଓ ଆସନ୍ତାକାଲି ଶୋକ ଦିବସ ପାଳିବେ ରାଜ୍ୟ ସରକାର, ଶେଷକୃତ୍ୟ ଦିନ ମଧ୍ୟ ରାଜ୍ୟରେ ଶୋକ ଦିବସ ପାଳନ ହେବ..

କଣ୍ଟାବାଞ୍ଜି: ବସ୍‌ ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର..

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories