www.samajalive.in
Sunday, December 14, 2025
23.1 C
Bhubaneswar

ଟ୍ରାକ୍ଟରକୁ ପିଟିଲା ଟ୍ରକ, ୧୦ ଶ୍ରମିକ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତରପ୍ରଦେଶରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ ଏବଂ ଟ୍ରାକ୍ଟର ମଧ୍ୟରେ ଦୁର୍ଘଟଣା ଘଟିବାରୁ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମିର୍ଜାପୁର ଅନ୍ତର୍ଗତ କଛଓ୍ବା ଥାନାର କଟକା ପଡ଼ାଓ୍ବ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଅନ୍ୟ % ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ବାରାଣସୀସ୍ଥିତ ଟ୍ରମା ସେଣ୍ଟରକୁ ଚିକିତ୍ସା ପାଇଁ ନିଆଯାଇଛି।

ସୂଚନା ଅନୁସାରେ ୧୩ ଜଣ ଶ୍ରମିକଙ୍କୁ ନେଇ ଏକ ଟ୍ରାକ୍ଟର ଯାଉଥିଲା। ଏକ କାମରେ ନିୟୋଜିତ ଥିବା ଏହି ଶ୍ରମିକମାନେ ନିଜ ଘରକୁ ଫେରୁଥିବା ସମୟରେ ସାମ୍ନା ପଟୁ ଏକ ଟ୍ରକ ଉକ୍ତ ଟ୍ରାକ୍ଟରକୁ ପିଟିଥିଲା।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories