ସମାଜ ଡିଜିଟାଲ ଡେସ୍କ: ଗଜପତି ଜିଲାର ମାର୍ଲବା ଘାଟିରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନାମିଳିଛି।
Popular Categories



