www.samajalive.in
Monday, December 15, 2025
27.1 C
Bhubaneswar

ଗୋଷ୍ଠୀ ସଂଘର୍ଷରେ ୧୦ ଆହତ

ସମାଜ ଡିଜିଟାଲ ଡେସ୍କ: ବାସୁଦେବପୁର ଅନ୍ତର୍ଗତ ଦଧିବାମନପୁରର ବନ୍ଧସାହି ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇଟି ଗୋଷ୍ଠୀର ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଗ୍ରାମର ଦୁଇ ପକ୍ଷ ମଧ୍ୟରେ ବିବାଦ ରହିଆସିଥିଲା। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ପରସ୍ପରକୁ ଆକ୍ରମଣରେ ୧୦ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories