www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ୩୪୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୩୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରୁ ଭୁବନେଶ୍ଵରରୁ ୨ ଜଣ ରହିଥିବା ବେଳେ ଗଞ୍ଜାମରୁ ୨, ଭଦ୍ରକ, ବଲାଙ୍ଗୀର,କଟକ,ଯାଜପୁର,କନ୍ଧମାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି।

- Advertisement -


 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories