www.samajalive.in
Wednesday, December 10, 2025
26.1 C
Bhubaneswar

ଦୁର୍ଘଟଣାରେ ୧୦ ତୀର୍ଥଯାତ୍ରୀ ମୃତ

ପୁଡୁକୋଟ୍ଟାଇ : କେରଳ ଶାବରୀମାଳାର ଭଗବାନ ଆୟାପ୍ପାଙ୍କ ଦର୍ଶନ ସାରି ଫେରୁଥିବା ୧୦ଜଣ ତୀର୍ଥଯାତ୍ରୀ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ୫ଜଣ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ରବିବାର ଅପରାହ୍ଣରେ ତୀର୍ଥଯାତ୍ରୀମାନେ ଆୟାପ୍ପାଙ୍କ ଦର୍ଶନ ସାରି ଏକ ଭ୍ୟାନରେ ଫେରୁଥିବାବେଳେ ଏହା ଉପରେ ଏକ ଟ୍ରକ୍ ଚଢିଯାଇଥିଲା। ତେଲଙ୍ଗାନା ମେଟହକ ଜିଲାର ଏହି ତୀର୍ଥଯାତ୍ରୀମାନେ ରାମେଶ୍ବରମ୍‌ରୁ ଫେରୁଥିବାବେଳେ ଦୁର୍ଘଟଣା ହୋଇଥିଲା। ଟ୍ରକ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ହୋଇଥିବା ପୁଲିସ କହିଛି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories