ସୁଭଦ୍ରା ଯୋଜନା ପାଇଁ ୧୦ହଜାର କୋଟି ବ୍ୟୟବରାଦ

ଭୁବନେଶ୍ବର:ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି। ବିଜେପି  ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସୁଭଦ୍ରା ଯୋଜନା ପାଇଁ  ସ୍ବତନ୍ତ୍ର ବ୍ୟୟବରାଦ କରିଛନ୍ତି।  ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ସୁଭଦ୍ରା ଯୋଜନା ପାଇଁ ରାଜ୍ୟ ସରକାର ୧୦ ହଜାର କୋଟି ବ୍ୟୟବରାଦ  କରିଛନ୍ତି। ସୁଭଦ୍ରା ଯୋଜନା ପାଇଁ ବ୍ୟୟବରାଦ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଏହି … Continue reading ସୁଭଦ୍ରା ଯୋଜନା ପାଇଁ ୧୦ହଜାର କୋଟି ବ୍ୟୟବରାଦ