www.samajalive.in
Monday, December 8, 2025
27.1 C
Bhubaneswar

କମୁନି କରୋନା କାୟା; ଦିନକରେ ୧୦୦୭ ମୃତ, ୬୪ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ କାୟା ବିସ୍ତାର କରିଚାଲିଛି। ଏହା ହ୍ରାସ ପାଇବାର ନାଁ ଧରୁନାହିଁ। ଦୈନିକ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୪ ହଜାର ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଲକ୍ଷ ୬୧ ହଜାର ୧୯୦ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୦୭  ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪୮ ହଜାର ୪୦ କୁ ବୃଦ୍ଧି ପାଇଛି। ଏବେ ଭାରତରେ ୬ ଲକ୍ଷ ୬୧ ହଜାର ୫୯୫ ସକ୍ରିୟ ରୋଗୀ ରହିଥିବାବେଳେ ୧୭ ଲକ୍ଷ ୫୧ ହଜାର ୫୫୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories