www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ୧୦,୨୨୯ ନୂଆ ଆକ୍ରାନ୍ତ, ୧୨୫ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୨୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୧୨୫ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟାରେ କରୋନାରୁ ୧୧,୯୨୬ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଭାରତରେ ମୋଟ ୩,୩୮,୪୯,୭୮୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସେହିଭଳି ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୬୩,୬୫୫କୁ ବୃଦ୍ଧିପାଇଛି । ରବିବାର ସଂଧ୍ୟା ସୁଦ୍ଧା ମୋଟ ୧,୧୨,୩୪,୩୦,୪୭୮ ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories