www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟରେ ୧୦୫ ନୂଆ ଆକ୍ରାନ୍ତ; ଜଣେ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ପୁରୀ ଜିଲାର ବୋଲି ଜଣାଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧିପାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୬୨ ଓ ସ୍ଥାନୀୟ ସଂକ୍ରମିତ ୪୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୯ ଜଣ ଅଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୩, ବାଲେଶ୍ୱର ୧, ବରଗଡ ୨, ଭଦ୍ରକ ୧, କଟକ ୪, ଗଞ୍ଜାମ ୪, ଯାଜପୁର ୫ ଓ କନ୍ଧମାଳରେ ଜଣେ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ୪, କେନ୍ଦୁଝର ୫, ଖୋର୍ଦ୍ଧା ୪୮, ମୟୁରଭଞ୍ଜ ୧୦, ନୟାଗଡ ୨, ସମ୍ବଲପୁର ୨, ସୁନ୍ଦରଗଡ ୧ ଓ ଷ୍ଟେଟପୁଲରୁ ୧୨ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୧୨ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୨୦୫ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories