www.samajalive.in
Saturday, December 6, 2025
15.1 C
Bhubaneswar

ପୁଣି ୧୦୬୮ ପଜିଟିଭ, ୪୦୬ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ଵର: ରାଜ୍ୟରେ ଆଜି ପୁଣି ୧୦୬୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୬୬୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଠାବ ହୋଇଥିବାବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୨୪୫ ପଜିଟିଭ୍‌ ବାହାରିଥିବାବେଳେ ଖୋର୍ଦ୍ଧାରୁ ୧୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୧୭୫କୁ ବୃଦ୍ଧି ପାଇଛି।

ବୁଧବାର ଚିହ୍ନଟ ହୋଇଥିବା ସଂକ୍ରମିତମାନେ ୨୮ ଜିଲାର। ସେମାନଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୨୦, ବାଲେଶ୍ଵର ୨୯, ବରଗଡ଼ ୫, ଭଦ୍ରକ ୪, ବଲାଙ୍ଗିର ୨୬, କଟକ ୬୧, ଦେବଗଡ଼ ୨ ଓ ଢେଙ୍କାନାଳରୁ ୧, ଗଜପତି ୮୮, ଗଞ୍ଜାମ ୨୪୫, ଜଗତସିଂହପୁର ୩, ଯାଜପୁର ଓ ଝାରସୁଗୁଡ଼ାରୁ ୧୨ ଲେଖାଏ ଆକ୍ରାନ୍ତ ରହିଛନ୍ତି। ସେହିପରି କଳାହାଣ୍ଡିରୁ ୧୯, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ା ୮, ଖୋର୍ଦ୍ଧା ୧୯୪, କୋରାପୁଟ ୬୬, ମାଲକାନଗିରି ୧,  ମୟୂରଭଞ୍ଜ ୨୦, ନବରଙ୍ଗପୁର ୨୬ , ନୟାଗଡ଼ରୁ ୨୯, ନୂଆପଡ଼ାରୁ ୧୧, ପୁରୀରୁ ୧୬, ରାୟଗଡ଼ାରୁ ୨୪, ସମ୍ବଲପୁର ୨୧, ସୁବର୍ଣ୍ଣପୁର ୨ ଏବଂ ସୁନ୍ଦରଗଡ଼ରୁ ୧୧୨ ପଜିଟିଭ୍‌ ବାହାରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories