www.samajalive.in
Sunday, December 7, 2025
15.1 C
Bhubaneswar

ଆମ୍ବୁଲାନ୍ସ ଛାଡି ଡ୍ରାଇଭର ଫେରାର, ରୋଗୀ ଛଟପଟ

ଧାମର: ୧୦୮ଆମ୍ବୁଲାନ୍ସର ବିକଳ ସେବା । ମଝି ରାସ୍ତାରେ ରୋଗୀ ହେଲେ ଛଟପଟ । ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୧୦୮ ଆମ୍ବୁଲାନ୍ସରେ ଜଣେ ଗୁରୁତର ମହିଳା ରୋଗୀକୁ ନେଉଥିଲେ । ହେଲେ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା କୁଆଁରସର ନିକଟସ୍ଥ ଶଗଡ଼ିଆର ପାଖରେ ଆମ୍ବୁଲାନ୍ସର ଆଗ ଚକାଟି ଲିକ ହୋଇଯାଇଥିଲା । ଏହାପରେ ଡ୍ରାଇଭର ଜଣକ ଗାଡି ଛାଡି କୁଆଡେ ପଳାଇ ଯାଇଥିବା ବେଳେ ସ୍ଥାନୀୟ ଲୋକ ଏକ କାରକୁ ଅଟକାଇ ସେଥିରେ ରୋଗୀଙ୍କୁ ମେଡିକାଲ ପଠାଇଥିଲେ । ଏହି ଘଟଣା ପରେ ୧୦୮ମାଗଣା ଆମ୍ବୁଲାନ୍ସ ସେବାର ବିକଳ ଚିତ୍ର ପଦାରେ ପଡିଛି । କୁହାଯାଉଛି ଗାଡ଼ିରେ ବି ଷ୍ଟେପିଂ ଟାୟାର ନଥିବାରୁ ଏଭଳି ଅଘଟଣ ଘଟିଲା।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories