www.samajalive.in
Saturday, December 6, 2025
23.1 C
Bhubaneswar

ବାତ୍ୟା ଦାନା ପ୍ରଭାବରେ ୧୦୮ଟି ବ୍ଲକ ପ୍ରଭାବିତ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନା ପ୍ରଭାବରେ ୧୪ ଜିଲ୍ଲା ର ପ୍ରାୟ ୧୦୮ ବ୍ଲକ ଅନ୍ତର୍ଗତ ୧୬୭୧ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ଟି ସହରାଞ୍ଚଳର ୪୨୬ ଓ୍ବାର୍ଡ ବାସୀନ୍ଦା ମଧ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛନ୍ତି। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ବାତ୍ୟା ସମୟରେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ହୋଇଛି। ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଛି।  ସୋମବାର ଯଦି ପାଗ ଅନୁକୂଳ ରହେ ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାଲି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିପାରନ୍ତି ବୋଲି ରାଜସ୍ଵ ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories