www.samajalive.in
Saturday, December 6, 2025
26.1 C
Bhubaneswar

ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର : ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଏନେଇ ଗୁରୁବାର ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯିବା ସହ ତାରିଖ ଘୋଷଣା କରିଛି। ମାଟ୍ରିକ ସହ ମଧ୍ୟମା,ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ହେବ। ଏହାସହ ମାର୍ଚ୍ଚ ୧୨ରୁ ଖାତା ଦେଖା ଆରମ୍ଭ ହୋଇ ଅତିକମ୍‌‌ରେ ୧୨ ଦିନ ଚାଲିବ।  ଅକ୍ଟୋବର ମାସରୁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ। ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ସୂଚନା ମିଳିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories