www.samajalive.in
Sunday, December 7, 2025
23.1 C
Bhubaneswar

ମାଟ୍ରିକ୍‌ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର : ମାଟ୍ରିକ୍‌ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ସହ ବିଜ୍ଞାନ ବି-ସେଟ୍‌ରେ ୪ ମାର୍କ କମ୍‌ ଥିବା ବେଳେ ସି-ସେଟ୍‌ରେ ମଧ୍ୟ କିଛି ତ୍ରୁଟି ରହିଛି। ଏନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ପ୍ରଶ୍ନପତ୍ରରେ ଥିବା ତ୍ରୁଟିକୁ ବୋର୍ଡ ସଭାପତି ସ୍ୱୀକାର କରିଛନ୍ତି। ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି କହିଛନ୍ତି । ପରୀକ୍ଷା ପରିଚଳନା କମିଟି ଏନେଇ ତର୍ଜମା କରିବ ବୋଲି କହିଛନ୍ତି। ମାତ୍ର ପ୍ରଶ୍ନପତ୍ର ଭାଇରାଲ୍‌ କଥାକୁ ବୋର୍ଡ କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ୪ ମାର୍କ ବିଷୟରେ କଣ୍ଡକ୍ଟିଂ ବୋର୍ଡ ନିଷ୍ପତ୍ତି ନେବ ବୋଲି ବୋର୍ଡ ସଭାପତି କରିଛନ୍ତି ।

ଏହି ତାରିଖରେ ଜନ୍ମ ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନୀ କରିଥାନ୍ତି ଶନିଦେବ: ମିଳେ ବିଶେଷ କୃପା, ବଦଳିଯାଏ ଭାଗ୍ୟ..

୩୦ ବର୍ଷ ପରେ.. ଶନିଙ୍କ ସମେତ ଏହି ଶକ୍ତିଶାଳୀ ଗ୍ରହ ଚଳନ; ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌..

- Advertisement -

ଦେଖନ୍ତୁ ଭିଡିଓ ; ନଦୀରେ ମଜାରେ ଗାଧୋଉଥିଲେ ଯୁବକ, ହାତରେ ଧରି ପକାଇଲେ କୁମ୍ଭୀର, ଆଉ ତା’ପରେ..

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories