www.samajalive.in
Sunday, December 7, 2025
23.1 C
Bhubaneswar

ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ

ଭୁବନେଶ୍ୱର : ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ । ଏନେଇ ମଙ୍ଗଳବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ଆଉ ୨ ଦିନ ମଧ୍ୟରେ ମାଟ୍ରିକ୍‌ ଖାତା ଦେଖା ଶେଷ ହେବ । ଏଆଇ ଏବଂ କ୍ୟୁଆର୍‌ କୋର୍ଡ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍‌ ନେଇ କୌଣସି ସସମ୍ୟା ହେବ ନାହିଁ । ଗ୍ରେସ୍‌ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।
ମାର୍ଚ୍ଚ ୧୯ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇଥିଲା। ୩୦ ଜିଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିବା ବେଳେ ୬୦୦ ସେଣ୍ଟରରେ ଲାଇଟ୍‌ ବ୍ୟବସ୍ଥା କରାଯାଇଥିଲା। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

କାମଦା ଏକାଦଶୀରେ ମହାସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ଭଗବାନ ବିଷ୍ଣୁ, ମା’ଲକ୍ଷ୍ମୀଙ୍କ କୃପା, ହେବେ ମାଲାମାଲ୍‌, କିଣିବେ ଘର..

ଦେଖନ୍ତୁ ଭିଡିଓ ; ଶୋଷିଲା ଚିତାବାଘଙ୍କୁ ପାଣି ପିଆଇଲେ ଯୁବକ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

- Advertisement -

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories