www.samajalive.in
Monday, December 15, 2025
24.1 C
Bhubaneswar

ମେ ୨୬: ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର : ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ରବିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଶୁକ୍ରବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ ଠାରୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ମିଳିଛି। ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧ଟା ୩୦ ସୁଦ୍ଧା ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସଏମଏସରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣି ପାରିବେ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଅପରାହ୍ଣରେ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ସାର୍ଟିଫିକେଟ୍ ମିଳିବ। ୫୬୭୬୭୫୦କୁ ଏସଏମଏସ କରି ରେଜଲ୍ଟ ପାଇପାରିବେ। ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରି ପାରିବେ ଛାତ୍ରଛାତ୍ରୀ। ମଧ୍ୟମା ଓ ଏସଓଏସସି-୧ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ୨୯/୫ରୁ ୧୨/୬ ମଧ୍ୟରେ ଚେକିଂ ପାଇଁ ଛାତ୍ରଛାତ୍ରୀ ଆବେଦନ କରି ପାରିବେ।

ଚାଣକ୍ୟ ନୀତି : ବାସ୍ ଏହି ଗୋଟିଏ ଉପାୟରେ ସବୁବେଳେ ରହିବେ ସୁସ୍ଥ ଓ ନିରୋଗ..

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories