ମେ ୨୬: ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର : ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ରବିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଶୁକ୍ରବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ ଠାରୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ମିଳିଛି। ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧ଟା ୩୦ ସୁଦ୍ଧା ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସଏମଏସରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣି ପାରିବେ। ଚଳିତ ବର୍ଷ … Continue reading ମେ ୨୬: ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ