www.samajalive.in
Monday, December 8, 2025
27.1 C
Bhubaneswar

ପ୍ରସବ କଲେ ଆଉ ଜଣେ ଦଶମ ଛାତ୍ରୀ

ଯାଜପୁର : କିଛି ଦିନ ତଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣା ଆଲୋଡନ ସୃଷ୍ଟି କରିଥିବା ବେଳେ ପୁଣି ଆଉ ଜଣେ ଦଶମ ଶ୍ରେଣୀ ଛାତ୍ରୀ ମେଡିକାଲରେ ପ୍ରସବ କରିଥିବା ନେଇ ଗୁରୁବାର ଖବର ସାମ୍ନାକୁ ଆସିଛି। ବରୀ ବ୍ଲକ ଅଞ୍ଚଳର ୧୦ମ ଶ୍ରେଣୀ ଛାତ୍ରୀ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି । ବରୀ ମେଡିକାଲରୁ ଛାତ୍ରୀ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି।

ଲକ୍ଷ୍ମୀ-ନାରାୟଣ ରାଜଯୋଗ ଆରମ୍ଭ: ଏହି ରାଶିଙ୍କ ବଢିବ ଦରମା, ଚାକିରି-ବ୍ୟବସାୟରେ ହେବ ଜବରଦସ୍ତ ଉନ୍ନତି..

ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..

- Advertisement -

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories