www.samajalive.in
Thursday, November 13, 2025
25.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ଆଜି ରାଷ୍ଟ୍ରୟୀ ଏକତା ଦିବସ : ମହାନ ରାଷ୍ଟ୍ରନୀତିଜ୍ଞ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ଅବସରରେ କୃତଜ୍ଞ ରାଷ୍ଟ୍ର ଜଣାଉଛି ଶ୍ରଦ୍ଧାଞ୍ଜଳି..

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ଦେଶ ବ୍ୟାପୀ ଅନୁଷ୍ଠିତ ହେଉଛି ‘ରନ୍ ଫର ୟୁନିଟି ବା ଏକତାର ଦୌଡ’..

- Advertisement -

ଗୁଜରାଟର କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ତାଙ୍କ ଅମ୍ଳାନ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି..

ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ମେରି ମାଟି ମେରା ଦେଶ ଅଭିଯାନ ଅମୃତ କଳସ ଯାତ୍ରାର ଉଦଯାପନୀ ସମାରୋହ, ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆଜି ଶପଥ ନେବେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ, ଦିନ ୧୧.୪୫ ରେ ରାଜଭବନରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ..

ଶପଥଗ୍ରହଣ ପୂର୍ବରୁ ଆଜି ସକାଳେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ରାଜ୍ୟପାଳ ରଘୁବର ଦାସ..

ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି କାମନା କଲେ ବୋଲି କହିଲେ..

ଆଇସିସି କ୍ରିକେଟ୍‌‌ ବିଶ୍ୱକପ୍‌‌ : ଆଜି କଲକତାର ଇଡେନ୍‌‌ ଗାର୍ଡେନ୍‌‌ସରେ ପାକିସ୍ତାନ ଓ ବାଂଲାଦେଶ ମଧ୍ୟରେ ମୁକାବିଲା..

ଶିମିଳିପାଳରେ ଦ୍ଵିତୀୟ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ସମୟରେ ୭୧ଟି ବନ୍ଧୁକ ଜବତ..

ପ୍ରଥମ ପର୍ଯ୍ୟାୟରେ ମିଳିଥିଲା ୧୫୬ଟି ଦେଶୀ ବନ୍ଧୁକ..

ଗୁଜରାଟରେ ଯବାନଙ୍କୁ ନେଇ ଯାଉଥିବା ବସ୍‌ ଓଲଟି ୩୮ ଆହତ..

ରନ୍ ଫର ୟୁନିଟି ଅବସରରେ କଟକରେ ଅନୁଷ୍ଠିତ ଗଣଦୌଡ଼ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିବସ ଅବସରରେ ଦିଲ୍ଲୀ ପଟେଲ ଚୌକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ..

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories