www.samajalive.in
Friday, December 12, 2025
14.1 C
Bhubaneswar

ଝାନସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧୧ ମୃତ

ଉତ୍ତରପ୍ରଦେଶର ଝାନସୀ ଜିଲ୍ଲାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୭ ଜଣ ମହିଳା ଏବଂ ୪ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଚିରାଗାଓଁ ଅଞ୍ଚଳର ଭଣ୍ଡେରା ରାସ୍ତାରେ ତୀର୍ଥଯାତ୍ରୀମାନେ ଦଶହରା ପୂଜା ପରେ ନିଜ ଗାଁକୁ ଫେରୁଥିବା ବେଳେ ଏହି ଘଟଣା ଘଟିଛି।

ସୂଚନା ଅନୁଯାୟୀ, ହଠାତ ଟ୍ରାକ୍ଟର ଆଗକୁ ଏକ ଗାଈ ପଶି ଆସିବାରୁ ତାକୁ ବଞ୍ଚାଇବାକୁ ଯାଇ ଟ୍ରାକ୍ଟର ଦିଗ ବଦଳାଇବାକୁ ଚେଷ୍ଟା କରିବାରୁ ଏଭଳି ଘଟିଥିବା ପୁଲିସ କହିଛି। ଗୁରୁତର ଆହତ ୬ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟର ଟ୍ରଲିରେ ପ୍ରାୟ ୩୦ ଜଣ ତୀର୍ଥଯାତ୍ରୀ ଦଶହରା ପୂଜା ଦେଖି ଫେରୁଥିଲେ ଓ ସେମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories