www.samajalive.in
Saturday, December 6, 2025
14.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଖଣ୍ଡଗିରିର ତପୋବନ ସ୍କୁଲ, ୟୁନିଟ-୨ ଗାର୍ଲସ ହାଇସ୍କୁଲ ପରିଦର୍ଶନ କରିଛନ୍ତି

ଓଡିଶା ଗସ୍ତର ଦ୍ଵିତୀୟ ଦିନରେ ରାଷ୍ଟ୍ରପତି ଆଜି ଜୟଦେବ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି

- Advertisement -

ଝାରସୁଗୁଡାରୁ ସମ୍ବଲପୁର ଆସୁଥିବା ବେଳେ ଠେଲକୋଲି ଥାନା ଖିଣ୍ଡା ଛକ ନିକଟରେ ଯାତ୍ରୀବାହୀ ବସକୁ ପଛରୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ, ଜଣେ ମୃତ ଓ ୧୦ରୁ ଅଧିକ ଆହତ, ଆହତମାନଙ୍କୁ ଝାରସୁଗୁଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା

ଜାମ୍ମୁ କାଶ୍ମୀର ସୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ, ପୁଲିସ ଓ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି

ନଭେମ୍ବର ୧୫ ରୁ ୧୬ ପର୍ଯ୍ୟନ୍ତ ଇଣ୍ଡୋନେସିଆରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

+୨ରେ ରାଜ୍ୟରେ ୧ ଲକ୍ଷରୁ ସିଟ୍ ବଳକା, ଆଜିଠୁ ତୃତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା

ରାଜ୍ୟରେ +୩ରେ ୬୭ ହଜାର ୧୬୪ଟି ସିଟ୍ ବଳକା, ୧୪ରୁ ତୃତୀୟ ପର୍ଯ୍ୟାୟ ନାମଲେଖା

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories