www.samajalive.in
Thursday, December 11, 2025
27.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୧୧୦୭ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୬୪୬ ଏବଂ ସ୍ଥାନୀୟ ସଂକ୍ରମିତ ୪୬୧ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୪, ବାଲେଶ୍ୱର ୬୬, ବରଗଡ ୫, ଭଦ୍ରକ ୩୬, ବଲାଙ୍ଗୀର ୩ ଓ କଟକ ଜିଲାରୁ ୧୩୦ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଦେବଗଡରୁ ୩, ଢେଙ୍କାନାଳ ୧୨, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୫୩ ଓ ଯାଜପୁରରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟର ଝାରସୁଗୁଡା ଜିଲାରୁ ୯, କଳାହାଣ୍ଡି ୭, କନ୍ଧମାଳ ୭, କେନ୍ଦ୍ରାପଡା ୪୨, କେନ୍ଦୁଝର ୧୮, ଖୋର୍ଦ୍ଧାରୁ ୩୯୭ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରୁ ୧, ମାଲକାନଗିରି ୧୦, ମୟୁରଭଞ୍ଜ ୪୦, ନବରଙ୍ଗପୁର ୧, ନୟାଗଡ ୨୯, ନୂଆପଡା ୧, ପୁରୀ ୨୮, ରାୟଗଡାରୁ ୫ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ୨୦, ସୋନପୁର ୪, ସୁନ୍ଦରଗଡ ୧୭ ଓ ଷ୍ଟେଟପୁଲରୁ ୮୨ ଚିହ୍ନଟ ହୋଇଛନ୍ତି। ବୁଧବାର ଦିନକ ମଧ୍ୟରେ ରାଜ୍ୟରେ ୮୬୯ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୯୭,୩୫୭୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ରାଜ୍ୟରେ ୧୦୮୫୩ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

Related Articles

Popular Categories