www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୬୫୭ ଏବଂ ସ୍ଥାନୀୟ ସଂକ୍ରମିତ ୪୭୨ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୫୫, ବାଲେଶ୍ୱର ୭୨, ବରଗଡ ୩, ଭଦ୍ରକ ୬୦, ବଲାଙ୍ଗୀର ୪, ବଉଦ ୪ ଏବଂ କଟକ ଜିଲାରେ ୧୩୫ ଚିହ୍ନଟ ହୋଇଛନ୍ତି।

ସେହିଭଳି ଦେବଗଡରେ ୮, ଢେଙ୍କାନାଳ ୭, ଗଞ୍ଜାମ ୨, ଜଗତସିଂହପୁର ୬୩, ଯାଜପୁର ୧୩, ଝାରସୁଗୁଡା ୬, କଳାହାଣ୍ଡି ୧, କନ୍ଧମାଳ ୪, କେନ୍ଦ୍ରାପଡା ୬୬, କେନ୍ଦୁଝର ୮ ଏବଂ ଖୋର୍ଦ୍ଧା ଜିଲାରୁ ୩୮୮ ଚିହ୍ନଟ ହୋଇଛନ୍ତି। କୋରାପୁଟରୁ ୨, ମାଲକାନଗିରି ୪, ମୟୁରଭଞ୍ଜ ୨୦, ନବରଙ୍ଗପୁର ୫, ନୟାଗଡ ୨୦ ଏବଂ ନୂଆପଡା ଜିଲାରୁ ୩ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି। ଅନୁରୂପ ଭାବରେ ଗୋଟିଏ ଦିନରେ ପୁରୀରୁ ୪୮, ରାୟଗଡା ୬, ସମ୍ବଲପୁର ୧, ସୋନପୁର ୫, ସୁନ୍ଦରଗଡ ୫ ଏବଂ ଷ୍ଟେଟପୁଲରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସୋମବାର ଦିନକ ମଧ୍ୟରେ ୧୭୮୫ ଜଣ କରୋନାରୁ ସୁସ୍ଥ ହୋଇଥିବାବେଳେ ସଂପ୍ରତି ରାଜ୍ୟରେ ୧୪୩୨୫ ଜଣ କରୋନା ରୋଗୀ ରହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories