www.samajalive.in
Saturday, December 6, 2025
19.1 C
Bhubaneswar

୪୧ଟି ହାତୀଙ୍କୁ ମାରିଛନ୍ତି ଶିକାରୀ:୧୦ବର୍ଷରେ ହାତୀ ନେଇଛନ୍ତି ୧୧୪୫ଜୀବନ

ସମାଜ ଡିଜିଟାଲ ଡେସ୍କ: ଗତ ୧୦ବର୍ଷରେ ହାତୀ ନେଇଛନ୍ତି ୧୧୪୫ ଜଣଙ୍କ ଜୀବନ। ୨୦୧୩-୧୪ରୁ ୨୦୨୩-୨୪ ଭିତରେ ହାତୀ ମଣିଷ ଲଢେଇରେ ୧୧୪୫ଲୋକଙ୍କ ମୃତ୍ୟୁ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ। ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। ମନ୍ତ୍ରୀ ଉତ୍ତର ରଖିବା ସହ କହିଛନ୍ତି ଯେ ୪୧ଟି ହାତୀକୁ ମାରିଛନ୍ତି ଶିକାରୀ। ଗତ ୧୦ବର୍ଷରେ ବିଭିନ୍ନ କାରଣ ପାଇର୍ ୭୧୯ଟି ହାତୀ ପ୍ରାଣ ହରାଇଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories