www.samajalive.in
Saturday, December 6, 2025
26.1 C
Bhubaneswar

ଗୁହାଳରେ ଅଗ୍ନିକାଣ୍ଡ ; ୧୨ ଗୋରୁ ଜୀବନ୍ତ ଦଗ୍ଧ

ସାଲେପୁର : କଟକ ଜିଲା ମାହାଙ୍ଗା ଥାନା ଆନ୍ତର୍ଗତ ନାହାଙ୍ଗ ଗ୍ରାମରେ ବୁଧବାର ବିଳମ୍ୱିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଏକ ଗୁହାଳ ସମ୍ପୂର୍ଣ୍ଣରୂପେ ପୋଡ଼ି ଯାଇଛି । ସୂଚନା ଅନୁଯାୟୀ, ଗୁହାଳରୁ ମଶା ଘଉଡ଼ାଇବା ପାଇଁ  ଧୂପ ଲଗାଯାଇଥିଲା । ଲାଗାଯାଇଥିବା ଧୂପ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଏହି ଅଗ୍ନିକାଣ୍ଡରେ ଗୁହାଳରେ ଥିବା ୧୨ ଗାଈ,  ୪ ଛେଳି ଓ ୪ ବାଛୁରୀଙ୍କ ମୃତ୍ୟୁ ହୋଇଛି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories