www.samajalive.in
Friday, December 5, 2025
23.1 C
Bhubaneswar

ହୃଦଘାତରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ

ଜୟପୁର : ଆଜି ଜୟପୁରରେ ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ । ଜୟପୁର ଚ୍ୟାମ୍ବର ଅଫ୍ କମର୍ସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସିଟି ଓ ଜିଏସଟି ଟିମର ଚଢାଉ ପରେ ହୃଦଘାତରେ ଜୟପୁରର ସୁନା ବ୍ୟବସାୟୀ ହରପ୍ରସାଦ ରାଓଙ୍କ ମୃତ୍ୟୁ ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି। ଗତ ମଙ୍ଗଳବାର ଧନତେରାସ୍ ରେ ସିଟି ଜିଏସଟି ବିଭାଗ ହରପ୍ରସାଦଙ୍କ ଜୁଏଲାରୀ ଦୋକାନରେ ରେଡ୍ କରିଥିଲା । ସେହି ଦିନଠାରୁ ସେ ଚିନ୍ତିତ ଓ ଚାପଗ୍ରସ୍ତ ଥିଲେ। ତାଙ୍କ ଭାଇ ଅଭିଯୋଗ କରିଛନ୍ତି ପୂଜା ପାର୍ବଣ ଦିନ ଜୁଏଲାରୀ ଦୋକାନର ଚଢାଉ ତାଙ୍କୁ ଆଘାତ ଦେଇଥିଲା। ବାରମ୍ବାର ଭାଇଙ୍କ ଦୋକାନରେ ଚଢାଉ କରାଗଲା। ଲୋକ ଲଜ୍ଜା ଓ ଅଧିକ ଚିନ୍ତାଗ୍ରସ୍ତ କାରଣରୁ ତାଙ୍କର ମୃତ୍ୟୁ ହେଲା ବୋଲି ସେ ଅଭିଯୋଗ କରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories