www.samajalive.in
Monday, December 15, 2025
26.1 C
Bhubaneswar

୧୨ ଘଣ୍ଟିଆ ତୁଷୁରା ଏବଂ ଗୁଡଭେଲା ବନ୍ଦ

ଟିଟଲାଗଡ : ଶନିବାର ତୁଷୁରା ଏବଂ ଗୁଡଭେଲା ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଗୁଡଭେଲା ଚାଷୀ ସଂଗଠନ ଓ ତୁଷୁରା ୟୁଥ୍ ଆକ୍ସନ୍ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଧାନ ମଣ୍ଡିରେ କଟନୀଛଟନୀ ଓ ମିଲରଙ୍କ ମନମାନି ବିରୋଧରେ ଏହି ବନ୍ଦ ପାଳନ କରାଯାଉଛି। ଜିଲ୍ଲାରେ ସମସ୍ତ ଦୋକାନ ବଜାର ଏବଂ ଗାଡି ଚଳାଚଳ ବନ୍ଦ ରହିଛି। ସହରର ଛକ ସ୍ଥାନ ମାନଙ୍କରେ ପିକେଟିଂ କରାଯାଉଥିବା ଦେଖିବାକୁ ମିଳିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories