www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ ଲାଗି ନୀତି, ଶୀତବସ୍ତ୍ର ପରିଧାନ କରିବେ ଶ୍ରୀଜୀଉ..

ଆଜି ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଶେଷ ଦିନ..ବାଙ୍ଗିରିପୋଷିରେ ୩ଟି ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

- Advertisement -

ଆଜି ବି ସରଗରମ ବିଧାନସଭା ଅଧିବେଶନ.. ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି, ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ..

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ୍ ଆଶିଷ ସିଂ , ଆଇଟିବିପିରେ ଆଇଜି ଭାବେ କାର୍ଯ୍ୟ କରିବେ ଆଶିଷ..

ନୀଳଗିରିରେ ୫୦ ଟିକିଆ ଝାଡଖଣ୍ଡୀ ହାତୀପଲଙ୍କ ଉତ୍ପାତ : ଆଖପାଖ ଅଞ୍ଚଳରେ ବୁଲୁଛନ୍ତି , ଭୟଭୀତ ସ୍ଥାନୀୟ ଲୋକ, ହାତୀଙ୍କ ଗତିବିଧି ଉପରେ ନଜର ରଖିଛି ବନ ବିଭାଗ, ଘଉଡାଇବାକୁ ଉଦ୍ୟମ ଜାରି..

ନୂଆବର୍ଷ ୨୦୨୫ : ଶନି କରିବେ ଓଲଟା ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ସରକାରୀ ଚାକିରି..

ଆଜିଠୁ ରାଜ୍ୟରେ ଖସିବ ପାରଦ, ବଢିବ ଶୀତ: ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ସମ୍ଭାବନା..

ଉତ୍ତରପ୍ରଦେଶ : ଗୋରଖପୁରରେ ଭୟଙ୍କର ସଡକ ଦୁର୍ଘଟଣା, ୩ ବାଇକ୍ ମୁହାଁମୁହିଁ ଧକ୍କା, ୫ ମୃତ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories