www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଶ୍ୱସ୍ତି ଖବର : ଶସ୍ତା ହେଲା ବ୍ୟବସାୟିକ ସିଲିଣ୍ଡର..

୧୯ କିଲୋ ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ୍‌‌ ୯୧.୫୦ ଟଙ୍କା ହ୍ରାସ ..

- Advertisement -

ବର୍ତ୍ତମାନ ବ୍ୟବସାୟିକ ସିଲିଣ୍ଡର ଦାମ୍‌‌ ୨,୦୨୮ ଟଙ୍କାରେ ମିଳିବ..

ଉତ୍କଳ ଦିବସ : ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ .. ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନ..

ଉତ୍କଳ ଗୌରବ ମଧୁସୂଦନଙ୍କ ଜନ୍ମପୀଠ ଓ କର୍ମଭୂମିକୁ ‘ଏକକ ସଂଗ୍ରହାଳୟ କମ୍ପ୍ଲେକ୍ସ’ ଭାବେ ବିକଶିତ କରାଯିବ..

୧୫ ଫୁଟ ଉଚ୍ଚର ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ହେବ..

ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, କଟକ ଓ ଭୁବନେଶ୍ୱରରେ ସକାଳୁ ଘଡଘଡି ସହ ବର୍ଷା ଜାରି..

ଏପ୍ରିଲ ପହିଲାରୁ କାଗଜବିହୀନ ହେବ ସିଏଜି କାର୍ଯ୍ୟାଳୟର ସବୁ କାମ, କାଗଜ ବ୍ୟବହାର ବନ୍ଦ କରିବାକୁ ସିଏଜି ଗିରୀଶ ମୁର୍ମୁଙ୍କ ପରାମର୍ଶ..

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories