www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସମ୍ବଲପୁର : ହୀରାକୁଦର ଆଉ ୨ ଗେଟ୍‌ ବନ୍ଦ .. ଏବେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି..

ସ୍ୱାଧୀନତା ଦିବସ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ତିନି ସନ୍ଦିଗ୍ଧ ଗିରଫ

- Advertisement -

ଦୀପାଳି ବାର୍‌ରେ ଶୁଭଲକ୍ଷ୍ମୀ ସାହୁଙ୍କ ମୃତ୍ୟୁ ମାମଲା .. ମହିଳା କମିଶନଙ୍କ ଉଦ୍‌ବେଗ..

୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ..

ନନ୍ଦନବିହାରରେ ଅଗ୍ନିକାଣ୍ଡ : ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର..

ପୁଣି ଚୁନାଘାଟିରେ ଓଲଟିଲା ଟ୍ରକ୍.. ଜଣେ ମୃତ ..

ଟ୍ରକ୍‌ଟି ଲୁହା ବୋଝେଇ କରି କୋଇଡ଼ାରୁ ଛତିଶଗଡ଼ ଅଭିମୁଖେ ଯାଉଥିବା ସୂଚନା..

ଇକ୍ୱାଡୋରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା..

କୁମ୍ଭାରପଡ଼ା : ପାରିବାରିକ କଳହରୁ ଗୋଟିଏ ପରିବାରର ୫ ଜଣଙ୍କୁ ଛୁରାମାଡ..

ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟପୂର୍ବରୁ ଅବସର ପ୍ରଦାନ : ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତିରୁ ସୂଚନା..

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories