www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ..

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ..

- Advertisement -

ସଂସଦର ମୌସୁମୀ ଅଧିବେଶନର ଆଜି ଶେଷ ଦିନ ..

କିଛି ଜରୁରୀ ବିଲ୍‌ ଲୋକସଭାରେ ପାରିତ ହେବାର ସମ୍ଭାବନା..

ଅଗଷ୍ଟ ୧୫ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ..

ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର..

ବୌଦ୍ଧ : ଯୁବକଙ୍କୁ ମାରି ଫିଙ୍ଗିଦେଲେ ..

ମନମୁଣ୍ଡା ପୁଲିସ୍‌ର ତନାଘନା..

ଆଜିଠୁ ହର୍ ଘର୍ ତ୍ରିରଙ୍ଗା ୨.୦ କାର୍ଯ୍ୟକ୍ରମ..

ଘରେ ଘରେ ଉଡ଼ିବ ଜାତୀୟ ପତାକା..

ତୁର୍କୀ ଓ ଜାପାନରେ ଭୂମିକମ୍ପ ..

ସୂଚନା ଦେଲା ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର..

୭୭ତମ ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ..

ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ବ୍ରହ୍ମପୁର ବଡବଜାର ଦେଶୀ ବେହେରା ସାହିର କେ. ଦିନେଶ କୁମାର ଏବଂ ଦୀପିକାଙ୍କ ଆସିଲା ଡିଏନଏ ରିପୋର୍ଟ .

ଉଭୟ ଜନ୍ମିତ ଶିଶୁର ବାପା ମାଆ ବୋଲି ସୂଚନା..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories