www.samajalive.in
Sunday, December 7, 2025
18.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କୁଆଖାଇ ନଦୀରୁ ମିଳିଲା ଆଉ ୨ଟି ମୃତଦେହ..

ବୁଡି ଯାଇଥିବା ସମସ୍ତ ୪ ଜଣଙ୍କ ମୃତଦେହ ଉଦ୍ଧାର..

- Advertisement -

ବ୍ରହ୍ମପୁରରେ ପାୱାର କଟ୍‌ ନେଇ ଗୋଷାଣିନୂଆଗାଁ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ..

ଗତକାଲି ରାତି ୧୧ଟାରୁ ଏପର୍ଯ୍ୟନ୍ତ ନାହିଁ ବିଦ୍ୟୁତ..

କେନ୍ଦୁଝରରେ ଖାଦ୍ୟ ବିଷକ୍ରିୟାରୁ ୪ର୍ଥ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା..

ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ..

କ୍ଷତି ପୂରଣ ଦେବାକୁ ରାଜ୍ୟ ମାନବାଧିକାର ଆୟୋଗଙ୍କ ନିର୍ଦ୍ଦେଶ..

ଆସିକା : ଦେଶୀ ମଦ ବିକ୍ରିକୁ ବିରୋଧ କରି ମହିଳାଙ୍କ ରାସ୍ତାରୋକ..

ସାନଖେମୁଣ୍ଡି ପାଟପୁର ଥାନା ଡେଙ୍ଗାଡିରେ ଦେଶୀ ମଦ ବିକ୍ରିକୁ ବିରୋଧ..

ଗାଡି ଚଳାଚଳ ବନ୍ଦ.. ଯାତ୍ରୀ ହନ୍ତସନ୍ତ..

ଉତ୍ତର ଭାରତରେ ବର୍ଷା ବିତ୍ପାତରେ ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି..

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories