www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୋପାଳ: ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ; ୬ମୃତ ୧୦, ଆହତ..

ମଧ୍ୟପ୍ରଦେଶ ରାଇସେନ ଜିଲ୍ଲା ସୁଲତାନପୁରରେ ମର୍ମନ୍ତୁଦ ଦୁର୍ଘଟଣା..

- Advertisement -

ବିବାହ ପ୍ରସେସନ ଚାଲିଥିବା ବେଳେ ମାଡିଗଲା ଟ୍ରକ..

ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର..

କଣ୍ଟାବାଞ୍ଜି ଥାନା ଝଉପୁଡିପଡା ରାସ୍ତାରୁ ମିଳିଛଇ ମୃତଦେହ..

ଜଳେଶ୍ୱର: ସେବା ସମବାୟ ସମିତିରେ ଅଗ୍ନିକାଣ୍ଡ..

ଲକ୍ଷାଧିକ ଟଙ୍କାର ଆସବାପତ୍ର ଓ ଚାଷୀଙ୍କ କାଗଜପତ୍ର ପୋଡି ନଷ୍ଟ..

କାରଣ ଅସ୍ପଷ୍ଟ, ନିଆଁକୁ ଆୟତ୍ତ କଲା ଅଗ୍ନିଶମବାହିନୀ..

ଓଡ଼ିଶା ସମେତ ୧୦ଟି ରାଜ୍ୟରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ..

ପୁରୀ-ବିଶାଖାପାଟଣାକୁ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ..

ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ପୁରୀ : ବୁଧବାର ବନକଲାଗି ନୀତି ; ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ..

ହାଇକୋର୍ଟରେ କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା..

ଓସେପାର ମେରିଟ୍‌‌ ଲିଷ୍ଟ ଖାରଜ କଲେ ହାଇକୋର୍ଟ..

ହରିୟାଣାରେ ନୂଆ ସରକାର ଗଠନ ସମ୍ଭାବନା..

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମନୋହର ଲାଲ ଖଟ୍ଟର..

ରାଜ୍ୟପାଳଙ୍କୁ ଦେଲେ ଇସ୍ତଫା ପତ୍ର..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories