ଅପେକ୍ଷାର ଅନ୍ତ ଘଟିଲା..
ସକାଳ ମଙ୍ଗଳ ଆଳତୀ ପରେ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ଵାର..
ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..
ମହାପ୍ରଭୁଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରତିକ୍ରିୟା..
ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ଆସିଛି ନୂଆ ସରକାର..
ତାଙ୍କରି ଆଶୀର୍ବାଦରେ ଖୋଲାଗଲା ଶ୍ରୀମନ୍ଦିର ଚାରିଦ୍ଵାର..
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି..
ସୁଆଣ୍ଡୋରେ ପହଞ୍ଚି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ..
ଆଇସକ୍ରିମ୍ ଖାଉଥିଲେ ମହିଳା ; କୋନ୍ ଭିତରୁ ବାହାରିଲା ମଣିଷର କଟା ଆଙ୍ଗୁଠି, ପହଞ୍ଚିଲା ପୁଲିସ୍..
ନୂଆଦିଲ୍ଲୀ: କୁଏତରେ ଏକ ୬ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୪୨ ଭାରତୀୟଙ୍କ ସମେତ ୪୯ ମୃତ..
ମୃତ ଭାରତୀୟଙ୍କ ମଧ୍ୟରୁ ଅଧିକାଂଶ କେରଳ ଓ ତାମିଲନାଡୁ ରାଜ୍ୟର..
ନୂଆଦିଲ୍ଲୀ: କୁଏତ ଅଗ୍ନିକାଣ୍ଡରେ ମୃତ ଭାରତୀୟଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..
ମୃତଦେହ ଆଣିବା ଲାଗି ପଠାଗଲା ବିମାନ..
ରାୟଗଡା କାଶୀପୁରରେ ଅଜଣା ରୋଗ ଆତଙ୍କ: ଗଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି..
ବାଲେଶ୍ୱର ଜିଲ୍ଲା ଖଇରା ଥାନା ନନ୍ଦୁର ପଞ୍ଚାୟତର ଅସୁରିଆ ଗାଁରେ ଅଘଟଣ: ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ..
ପୂର୍ବ ପୁରୁଷଙ୍କ ଆଶୀର୍ବାଦରେ ଖୋଲେ ବନ୍ଦ ଭାଗ୍ୟର ତାଲା ; ଜାଣନ୍ତୁ କେମିତି କରିବେ ପ୍ରସନ୍ନ..



