www.samajalive.in
Saturday, December 6, 2025
19.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବୁଧବାରଠାରୁ ରଥ ନିର୍ମାଣ ପାଇଁ ଅନୁକୂଳ ହେବ ରଥକାଠ..

ବୁଧବାର ବିଏପିଏସ୍‌ ସ୍ବାମୀ ନାରାୟଣ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

- Advertisement -

ବୁଧବାର ପବିତ୍ର ଶ୍ରୀପଞ୍ଚମୀ..

ଧରାପୃଷ୍ଠକୁ ଅବତରଣ କଲେ ବିଦ୍ୟାଦାତ୍ରୀ ମା ସରସ୍ବତୀ ..

ସ୍କୁଲ , କଲେଜ ଓ ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ସବୁଠି ଚାଲିଛି ସ୍ବତନ୍ତ୍ର ପୂଜାର୍ଚ୍ଚନା..

ପୁଲୱାମାକୁ ପୂରିଲା ୫ ବର୍ଷ : ସାରା ଦେଶ ପାଳୁଛି ବ୍ଲାକ୍ ଡେ, ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବୀରଙ୍କୁ ଦିଆଯିବ ଶ୍ରଦ୍ଧାଞ୍ଜଳୀ..

ପୁଲୱାମା ଆକ୍ରମଣ; ସହିଦ୍‌‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ୍ ମହାନ୍ତି..

ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି..

ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଜ୍ଞପ୍ତି ଜାରି..

ଜଳେଶ୍ୱର ଥାନା ଅନ୍ତର୍ଗତ ବାଗପୁଞ୍ଜି ଗାଁରେ ଅଘଟଣ..

ଶିବ ମନ୍ଦିରରୁ ସୁନା ଅଳଙ୍କାର ଏବଂ ଆସବାବପତ୍ର ଚୋରି ଅଭିଯୋଗ..

ସରସ୍ବତୀ ପୂଜାରେ ମହାପ୍ରଭୂଙ୍କୁ ଦର୍ଶନ କଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌..

ଦିଲ୍ଲୀ ଚଲୋ ଜିଦରେ ଅଟଳ ଚାଷୀ : ଶମ୍ଭୁ ବର୍ଡରରେ ଚାଷୀ ପୁଲିସ ମୁହାଁମୁହିଁ..

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories