www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବିଶ୍ୱକପ୍ କ୍ରିକେଟର ପ୍ରଥମ ସେମିଫାଇନାଲରେ ଆଜି ୱାଙ୍ଖଡେ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ନ୍ୟୁଜିଲାଣ୍ଡ..

ବଲାଙ୍ଗୀର : ଫସଲହାନୀ ସହି ନପାରି ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ..

- Advertisement -

ପୁଇଁତଳା ବ୍ଲକ ବୁବେଲ ଗାଁର ଚାଷୀ ରମେଶ ଭୋଇଙ୍କ ଆତ୍ମହତ୍ୟା..

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌‌ ପୂର୍ବରୁ ଧମକପୂର୍ଣ୍ଣ ଟୁଇଟ..

ସନ୍ଦିଗ୍ଧର ଧମକ ପରେ ୱାଙ୍ଖଡେ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି..

ସୁନ୍ଦରଗଡ : ବଡଗାଁ ଥାନା ଅନ୍ତର୍ଗତ ଝାରମୁଣ୍ଡା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା .. ୨ ମୃତ..

କୋରାପୁଟ : ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା କାର୍‌‌.. ୩ ମୃତ..

ଭୁବନେଶ୍ୱର : ଆଜି ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ଲଘୁଚାପ..

ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଗଭୀର ଅବପାତରେ ପରିଣତ ହେବ..

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories