www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପୂଣ୍ଣ୍ୟତିଥି..

ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ..

- Advertisement -

ଲଘୁଚାପର ରୂପ ନେଇପାରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ..

୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା , ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ..

ପାରାଦୀପ : ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦେଶ..

ଏମଭି ଓ୍ବାଡି ଆଲବୋଷ୍ଟନ ନାମକ ଇଜିପ୍ଟ ଫ୍ଲାଗସିପକୁ ଗିରଫ ନିର୍ଦେଶ..

ହାଇକୋର୍ଟଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ପାରାଦୀପ ଛାଡିପାରିବନି ଜାହାଜ..

ଜର୍ମାନୀର ଏକ କମ୍ପାନୀ ମାଲିକଙ୍କ ଆବେଦନ ଆଧାରରେ ନିର୍ଦେଶ..

ଦେଖନ୍ତୁ ଭିଡିଓ ; ପିଞ୍ଜରା ଭିତରେ ଥିଲା ମାଙ୍କଡ, ପିଲାଟି କଲା ଏମିତି, ଆଉ ତା’ପରେ..

କାଲିଠୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ..

କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆନ୍ଦୋଳନ..

ଜରୁରିକାଳୀନ ସେବାକୁ ବାଦ୍ ଦେଇ ବନ୍ଦ ରହିବ ସବୁ ଓପିଡି..

ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ମାମଲା..

ଆଜି ଏସୟୁସିଆଇର ୧୨ ଘଣ୍ଟିଆ ବନ୍ଦ ଡାକରା..

ମାଲକାନଗିରି ଜିଲ୍ଲାରେ ଦିନିକିଆ ବନ୍ଦ ପାଳନ: ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ବନ୍ଦ ଡାକରା..

ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ଶନି କରିବେ ନକ୍ଷତ୍ର ପରିବର୍ତ୍ତନ : ଏହି ରାଶିଙ୍କ ବଦଳାଇବେ ଭାଗ୍ୟ, ବଢିବ ଧନ..

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ଆନ୍ଦୋଳନ..

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ..

କେନ୍ଦ୍ରାପଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର..

ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ..

କଟକ, ଭୁବନେଶ୍ୱର, କେନ୍ଦ୍ରାପଡା ସହ ୫ଟି ସ୍ଥାନରେ ଚାଲିଛି ରେଡ.

ପ୍ୟାରିସ୍‍ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ଓଡ଼ିଶା ଫେରିଲେ ହକି ତାରକା ଅମିତ ରୋହିଦାସ..

ବିମାନବିନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା..

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର..

ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି..

ଦୁଇ ତିନି ଦିନରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବା ସମ୍ଭାବନା..

ଇତିହାସ ରଚିଲା ଇସ୍ରୋ..

ଶ୍ରୀହରିକୋଟାରୁ ଉତକ୍ଷେପଣ ହେଲା SSLV-D3 ରକେଟ୍‍..

ଆର୍ଥ ଅବଜରଭେସନ ସାଟେଲାଇଟ୍‍ EOS-8ର ଉତକ୍ଷେପଣ..

ଝାରସୁଗୁଡ଼ା ଜିଲ୍ଲା କିରମିରା ବ୍ଲକ ଭାଲୁପତରା ଗାଁରେ ଅଘଟଣ: ହାତୀ ଆକ୍ରମଣରେ ଯୁବକ ମୃତ..

ତେଲକୋଇ; ଲଗାଣ ବର୍ଷାରେ ଟେନାର ଓ ଗୁରୁଡିଆ ପୋଲରେ ୩ ଫୁଟ୍ ଉପରେ ଚାଲିଲା ବର୍ଷା ଜଳ..

ପୋଲ ଉପରେ ପାଣି ଚାଲିଥିବାରୁ ୨ ପଞ୍ଚାୟତ ଯୋଗାଯୋଗରୁ ବିଚ୍ଛିନ୍ନ..

ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ହକି ତାରକା ଅମିତ ରୋହିଦାସ..

ସୁନ୍ଦରଗଡ ବାଲିଶଙ୍କରା ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭାବନୀୟ ଦୃଶ୍ୟ ; ପ୍ରଧାନ ଶିକ୍ଷକଙ୍କ ଅସଦାଚରଣ..

ଅଭିଯୋଗରେ ଧାରଣାରେ ବସିଲେ ଛାତ୍ରୀ , ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି..

ମୟୂରଭଞ୍ଜ: ସ୍ୱାମୀ ମାଡରେ ସ୍ତ୍ରୀ ମୃତ..

ବାରିପଦା ଟାଉନ ଥାନା ଅଞ୍ଚଳରେ ଘଟିଛି ଘଟଣା..

ପାରିବାରିକ କଳହକୁ ନେଇ ହତ୍ୟା ଅଭିଯୋଗ..

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ..

୨୪ ଘଣ୍ଟାରେ ବିସ୍ତୃତି ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା..

ଉତ୍ତର ଓଡିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷିବ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories