www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଶୁକ୍ରବାର କୃଷକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ପାଳନ..

ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ..

- Advertisement -

ସଂଯୁକ୍ତ କିଷାନ ଏବଂ କିଷାନ ମଜଦୁର ମୋର୍ଚ୍ଚା ପକ୍ଷରୁ ବନ୍ଦ ପାଳନ..

ଶୁକ୍ରବାରଠୁ +୨ ପରୀକ୍ଷା

ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ

ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ ପରୀକ୍ଷା..

ଦିଲ୍ଲୀ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି..

ଦିଲ୍ଲୀ ଅଲ୍ଲିପୁର ଦୟାଲ ମାର୍କେଟରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି, ୪ ଗୁରୁତର..

ବଲାଙ୍ଗୀର : ସଡକ ଦୁର୍ଘଟଣାରେ ୨ ବାଇକ୍‌‌ ଆରୋହୀ ମୃତ

ମୟୁରଭଞ୍ଜ : ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories