www.samajalive.in
Saturday, December 6, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ଲଗାଣ ବର୍ଷା..

ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ଆରଦା ଗାଁରେ ଅଜଣା ଜନ୍ତୁ ଆତଙ୍କ, ୪୨ ମେଣ୍ଢା ମୃତ..

- Advertisement -

ବାଲେଶ୍ୱର ଜିଲ୍ଲା ସୋର ୧୬ନଂ ଜାତୀୟ ରାଜପଥ ତଳନଗରରେ ଦୁର୍ଘଟଣା, ୨ ମୃତ..

କୋରାପୁଟ ଜିଲ୍ଲା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହଷ୍ଟେଲରେ ରାତ୍ର ଭୋଜନ ପରେ ୮ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ..

ଭଞ୍ଜନଗର ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ..

ଚୋରି ମାମଲାରେ ଗିରଫ କରିଥିଲା ବେଲଗୁଣ୍ଠା ଥାନା ପୁଲିସ..

ବଲାଙ୍ଗୀର : ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଳା କାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ..

ପୁରୁଷ ବନ୍ଧୁ ସମେତ ୨ ଗିରଫ.. ଅନ୍ୟ ଜଣେ ଫେରାର..

ଡୋମିକା ଟେଷ୍ଟରେ ଭାରତର ବୃହତ ବିଜୟ.. ଇନିଂସ ଓ ୧୪୧ ରନ୍‌‌ରେ ୱେଷ୍ଟଇଣ୍ଡିଜକୁ ହରାଇଲା ଭାରତ..

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories