www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ..

ସାରା ରାଜ୍ୟ ସମେତ ସକାଳୁ ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ତାତି..

- Advertisement -

ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୨.୮ ଡିଗ୍ରୀ..

ଆଦ୍ରତା ୭୯ ପ୍ରତିଶତ ରହିଥିବାରୁ ପ୍ରବଳ ଗୁଳୁଗୁଳି..

ଆନନ୍ଦପୁର : ତଣ୍ଟିରେ କୋଳି ମଞ୍ଜି ଲାଗି ଯିବାରୁ ୪ ବର୍ଷର ଶିଶୁ ମୃତ..

ରାମଚନ୍ଦ୍ରପୁର ଥାନା ଟିଗିରିଆ ଗାଁରେ ଅଭାବନୀୟ ଘଟଣା..

ସକାଳେ ଖେଳୁଥିବା ବେଳେ ଶିଶୁଟି କୋଳି ଖାଇ ଦେଇଥିଲା..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories