୫ ଜିଲାକୁ ଭିଜାଇବ ବର୍ଷା : ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ..
ପୁରୀ : ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ..
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ଅର୍ଥମନ୍ତ୍ରୀ..
ବଲାଙ୍ଗୀର : ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ..
ନୂଆଦିଲ୍ଲୀ: ଶେଷ ପର୍ଯ୍ୟାୟରେ ପ୍ରବେଶ କରିଛି ଚନ୍ଦ୍ରଯାନ-୩..
ଲ୍ୟାଣ୍ଡର ବିକ୍ରମ ଆଜି ଚନ୍ଦ୍ରଯାନରୁ ଅଲଗା ହେବା ନେଇ ସୂଚନା..
ରାଜଗାଙ୍ଗପୁର : ଅସାବଧାନତାରୁ ଫୁଟିଲା ଗୁଳି, ୩ ଆହତ ..
ସମସ୍ତ ଆହତ ରାଜଗାଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି ଥିବା ସୂଚନା..
ସୁରକ୍ଷାକର୍ମୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୁଲିସ୍..



